Amruta Phala

original language:  Odia

ଅମୃତ ଫଳ ମନୋଜ ଦାସଙ୍କ ଲିଖିତ ଏକ ଉପନ୍ୟାସ । ଏହାର କଥାବସ୍ତୁ ଏକ ଐତିହାସିକ କାହାଣୀ ଉପରେ ଆଧାରିତ । ୧୯୯୬ ମସିହା ଜାନୁଆରୀ ମାସରେ ଏହା ପ୍ରଥମ କରି ପ୍ରକାଶିତ ହୋଇଥିଲା । ବିଦ୍ୟାପୁରୀ, ବାଲୁବଜାର, କଟକର ପିତାମ୍ବର ମିଶ୍ର ଏହି ପୁସ୍ତକଟିର ପ୍ରକାଶକ ଅଟନ୍ତି । କଟକରେ ଥିବା ଆଲାମଚାନ୍ଦବଜାରର ବିଦ୍ୟାଶ୍ରୀ ଡିଟିପି ସେଣ୍ଟରଦ୍ୱାରା ଏହାର ଲିପି ସଂଯୋଜନା କରାଯାଇଛି । ଭୁବନେଶ୍ୱରର ଚନ୍ଦକା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଥିବା ବିଶ୍ୱନାଥ ଏଣ୍ଟରପ୍ରାଇଜେସ୍ଦ୍ୱାରା ଏହି ପୁସ୍ତକଟିକୁ ମୁଦ୍ରଣ କରାଯାଇଛି । ଅଦ୍ୟାବଧି ଏହାର ୧୪ଟି ମୁଦ୍ରଣ ପ୍ରକାଶ ପାଇସାରିଛି । ଚତୁର୍ଦ୍ଦଶ ପ୍ରକାଶନରେ ଏହାର ମୂଲ୍ୟ ୧୩୦ ଟଙ୍କା ରଖାଯାଇଛି । ୨୦୦୦ ମସିହାରେ ଏହି ଉପନ୍ୟାସଟି ପାଇଁ ମନୋଜ ଦାସଙ୍କୁ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଛି । Source: Wikipedia (or)

Editions
1

In your inventory

nothing here

In your friends' and groups' inventories

nothing here

Nearby

nothing here

Elsewhere

nothing here

Work - wd:Q15723649

Welcome to Inventaire

the library of your friends and communities
learn more
you are offline