Paraja

original language:  Odia

ପରଜା ଗୋପୀନାଥ ମହାନ୍ତିଙ୍କ ରଚିତ ଏକ ଭାରତୀୟ ଓଡ଼ିଆ ଉପନ୍ୟାସ । ଏହାର ମୁଖ୍ୟ ବିଭାବ ହେଲା ବାସ୍ତବବାଦୀ ଉପନ୍ୟାସ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଏହିପରି ଉପନ୍ୟାସର ଚାହିଦା ଫ୍ରାନସ ତଥା ୟୁରୋପର ଅନ୍ୟାନ୍ୟ ପ୍ରାନ୍ତରେ ବହୁତ ପରିଲକ୍ଷିତ ହେଉଥିଲା । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ । Source: Wikipedia (or)

Editions
No editions found

Work - wd:Q15724516

Welcome to Inventaire

the library of your friends and communities
learn more
you are offline