Raghunath Parichha
1802 - 1872
କବିଚନ୍ଦ୍ର ରଘୁନାଥ ପରିଚ୍ଛା (୧୮୦୨-୭୨) ଓଡ଼ିଶାର ଜଣେ ପୁରାତନ କବି । ସେ ପାରଳାଖେମୁଣ୍ଡିରେ ଜନ୍ମିତ । ସେ ଗୋପୀନାଥ ମହାପ୍ରଭୁଙ୍କ ସମ୍ବନ୍ଧିତ ଅନେକ ଛାନ୍ଦ, କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ, ନାଟକ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ରଘୁନାଥ ପରିଚ୍ଛା ପାରଳାଖେମୁଣ୍ଡିର ଅନ୍ୟତମ ପ୍ରସିଦ୍ଧ କବି ଗୌରହରି ପରିଚ୍ଛାଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ଜ୍ୟୋତିଷ ଓ ଗାୟକ ଭାବେ ସେ ଖ୍ୟାତି ଲାଭ କରିଥିଲେ । Source: Wikipedia (or)
Comments
There is nothing here
Lists
There is nothing here
Human -